ହରଙ୍କ ସ୍ବପ୍ନ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀକୁ ଏକ ସୁନାମଧନ୍ୟ ନିର୍ବାଚନ ମଣ୍ଡଳୀ ଭାବେ ପରିଗଣିତ କରିବା
ଗଞ୍ଜାମ : ଗଞ୍ଜାମ ଜିଲ୍ଲା କୋଦଳା ନିକଟସ୍ଥ ମର୍ଦ୍ଦକୋଟ କାଳୀ ମନ୍ଦିର ପରିସରରେ ବିଜୁ ଜନତା ଦଳର ଏକ ବନ୍ଧୁ ମିଳନ ଓ କର୍ମୀ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ଅବ୍ୟବହିତ ପୂର୍ବରୁ କର୍ମୀମାନଙ୍କ ମଧ୍ୟରେ ସୁସମ୍ପର୍କ ବଢ଼ାଇବା ନିମନ୍ତେ ଏହି କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କୋଦଳାର ପୂର୍ବତନ ନଗରପାଳ ତଥା ପୂର୍ବତନ ବିଧାୟକ ପ୍ରାର୍ଥୀ ହରପ୍ରସାଦ ସାହୁ, କୋଦଳା ନଗରପାଳିକା ସୁନୀତାପ୍ରଭା […]