ବଢୁଛି ପାରଦ । ଅସହ୍ୟ ରାଜ୍ୟବାସୀ…
କଲବଲ କରୁଛି ଅସହ୍ୟ ତାତି । ତାତିରୁ ନିସ୍ତାର ପାଇଁ ରାଜ୍ୟବାସୀ ଆଉଟୁପାଉଟୁ । ଉପକୂଳଠୁ ଆରମ୍ଭ କରି ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶା କେଉଁଠି ହେଲେ ତାତିରୁ ନିସ୍ତାର ନାହିଁ । ଆସନ୍ତା ୨ଦିନ ଭିତରେ ତାପମାତ୍ରା ୪ରୁ ୫ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ସେହିପରି ରାତି ତାପମାତ୍ରା ମଧ୍ୟ ୨ରୁ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏପରିକି କେତେକ […]