ଓଡିଶା

ହିନ୍ଦୀ ଦିବସରେ ହିନ୍ଦୀ ଭାଷାର ଗୁରୁତ୍ବ ଉପରେ ଆଲୋଚନା କଲେ ଉପସ୍ଥିତ ଅତିଥି…

ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ  ଅବସରପ୍ରାପ୍ତ ହିନ୍ଦୀ ଶିକ୍ଷକ ନରସିଂହ ଗୌଡ଼ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ କାର୍ଯ୍ୟକ୍ରମରେ ସ୍ଥାନୀୟ ଦେବୀ ମଠର ମହନ୍ତ ପୂଜ୍ୟଶ୍ରୀ ରାମାନନ୍ଦ ଦାଶ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ଏଥିରେ ମୁଖ୍ୟ ଅତିଥି ହିନ୍ଦୀ ଭାଷାର ଗୁରୁତ୍ବ ତଥା ହିନ୍ଦୀ ଭାଷାକୁ ଦୈନନ୍ଦିନ ଜୀବନରେ ବହୁଳ […]

ଓଡିଶା

ଜିଲ୍ଲାରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ଦିଗରେ କାମ କରି ସଫଳତା ହାସଲ କରିଥିଲେ ଲୋକପ୍ରିୟ ହିନ୍ଦୀ ଶିକ୍ଷକ ବିଜୟ କୁମାର ମହାନ୍ତି…

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ହିନ୍ଦୀ ଶିକ୍ଷକ ସଂଘର ପୂର୍ବତନ ସଭାପତି ତଥା ଲୋକପ୍ରିୟ ହିନ୍ଦୀ ଶିକ୍ଷକ ବିଜୟ କୁମାର ମହାନ୍ତିଙ୍କୁ ସେବା ନିବୃତ୍ତ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି । ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନଶିକ୍ଷୟତ୍ରୀ ସଂଯୁକ୍ତା ସେଠୀଙ୍କ ସଭାପତିତ୍ୱରେ ଆୟୋଜିତ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବେ ତିର୍ତ୍ତୋଲ ବିଇଓ ଅକ୍ଷୟ କୁମାର ବେହେରା, ସମ୍ମାନିତ ଅତିଥି ଭାବେ କୁଜଙ୍ଗ ବିଇଓ ପବିତ୍ର କୁମାର କର, ଓଷ୍ଟା ସଂଘର ବସନ୍ତ କୁମାର […]