ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ
ହିନ୍ଦୋଳ (ସୁଜିତ କୁମାର ବେହେରା): ହିନ୍ଦୋଳ ନିର୍ବାଚନମଣ୍ଡଳୀ ସାମ୍ବାଦିକ ସଂଘର କର୍ମକର୍ତ୍ତାଙ୍କଦ୍ବାରା ନୂତନବର୍ଷ ଉପଲକ୍ଷେ ହିନ୍ଦୋଳ ଉପଖଣ୍ଡ ଚିକିତ୍ସାଳୟରେ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ହିନ୍ଦୋଳ ଉପଜିଲ୍ଲାପାଳ ଶିବାନନ୍ଦ ସ୍ବାଇଁ, ହିନ୍ଦୋଳ ଏନ୍ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଏମ୍ ଶ୍ରୀନିବାସ, ଏସଡିଏମ୍ଓ, ହିନ୍ଦୋଳ ପୂର୍ବତନ ବ୍ଲକ ଅଧ୍ୟକ୍ଷ ପ୍ରିୟ ରଞ୍ଜନ ମାହୁନ୍ତ, ସମାଜସେବୀ ଗୋବର୍ଦ୍ଧନ ଶେଖର ନାୟକ ଓ ସମସ୍ତ ଚିକିତ୍ସାଳୟର କର୍ମକର୍ତ୍ତା ପ୍ରମୁଖ ଯୋଗ ଦେଇଥିଲେ । ଏଥିରେ ହିନ୍ଦୋଳ ସାମ୍ବାଦିକ […]