ଓଡିଶା

ବର୍ଷା ପରେ ଛତିଶଗଡର ମନମାନି । ହୀରାକୁଦକୁ ପଶୁଛି ୭୯ ହଜାର କ୍ୟୁସେକ୍ ପାଣି

ସମ୍ବଲପୁର : ପୁଣି ଛତିଶଗଡ଼ ତାର ମନମାନି ଦେଖାଇଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଛତିଶଗଡ଼ କଲମା ବ୍ୟାରେଜର ୬୪ଟି ଗେଟ୍ ଖୋଲି ଦେଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଧୀରେ ଧୀରେ ବୃଦ୍ଧି ପାଉଛି । ହୀରାକୁଦ ଜଳଭଣ୍ଡାରକୁ ପ୍ରାୟ ୭୯ ହଜାର କ୍ୟୁସେକ୍ ଜଳ ପ୍ରବେଶ କରୁଛି । ତେବେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୦୩. ୬୭ ଫୁଟ୍ ପାର କରିଛି । ପ୍ରତିବର୍ଷ ମୌସୁମୀ ସମୟରେ ଛତିଶଗଡ଼ ଏଭଳି ମନମାନି କରିଥାଏ […]

ଓଡିଶା

ହୀରାକୁଦ ଡ୍ୟାମର ବିଭିନ୍ନ ସ୍ଥାନରେ ଫାଟ; ବଡ ବନ୍ୟା ଆଶଙ୍କା କରୁଛି ରାଜ୍ୟ

ହୀରାକୁଦ ଡ୍ୟାମର ସୁରକ୍ଷା ବ୍ୟବସ୍ଥାକୁ ନେଇ ଏବେ ପୁଣିଥରେ ସୃଷ୍ଟି ହୋଇ ପ୍ରଶ୍ନବାଚୀ । ଡ୍ୟାମର ବିଭିନ୍ନ ସ୍ଥାନରେ ଫାଟ ଥିବା ନେଇ ରିପୋର୍ଟ ପରେ ଏହା ଚର୍ଚ୍ଚାର ପରିସର ଭୁକ୍ତ ହୋଇଛି । ଡ୍ୟାମର ସୁରକ୍ଷାକୁ ନେଇ ଚିଫ୍ ଇଞ୍ଜିନିୟରଙ୍କ ରିପୋର୍ଟ ତଲବ ହୋଇଛି । ହୀରାକୁଦ ସ୍ପିଲୱେ ଫାଟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଡ୍ୟାମ ସେଫ୍ଟି ଚିଫ୍ ଇଂଜିନିୟର । ଏହି ଫାଟ ଚିନ୍ତାର ବିଷୟ ଏବଂ ଏହାକୁ ଅନୁଧ୍ୟାନକୁ ନିଆଯିବାର ଆବଶ୍ୟକତା […]

ଓଡିଶା

ପୂଜାର୍ଚ୍ଚନା ପରେ ହୀରାକୁଦ ଡ୍ୟାମରୁ ନିଷ୍କାସିତ ହେଲା ପ୍ରଥମ ବନ୍ୟା ଜଳ

ଆଜି ହୀରାକୁଦରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ। ପୂର୍ବାହ୍ନ ୧୧ଟା ବେଳେ ହୀରାକୁଦର ୭ନଂ ଗେଟ୍‌ ଦେଇ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଛି । ପରମ୍ପରା ଅନୁସାରେ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯାଇଛି। ପ୍ରଥମ ପର୍ଯ୍ୟାୟରେ ୫ଟି ଗେଟ୍ ଖୋଲାଯାଇଛି । ୨୦୨୧ ମସିହା ଜୁଲାଇ ୧୧ ତାରିଖ ଦିନ ଗତବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଯାଇଥିଲା । ସେହି ସମୟରେ ଜଳଭଣ୍ଡାରର ଜଳସ୍ତର ୬୧୧ ଫୁଟ୍ ରହିଥିଲା । […]