ଓଡିଶା

ରାଜ୍ୟ ପ୍ରବାହିତ ହେଉଛି ଉତ୍ତପ୍ତ ଶୁଷ୍କ ବାୟୁ । ଫଳରେ ରାଜଧାନୀ ସମେତ ପ୍ରାୟ ସ୍ଥାନରେ ଦିନସାରା ପାଗ ମେଘୁଆ ରହିବ

ରାଜ୍ୟ ପ୍ରବାହିତ ହେଉଛି ଉତ୍ତପ୍ତ ଶୁଷ୍କ ବାୟୁ । ଏହାର ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି ଅନୁଭୂତ ହେଉଥିବା ବେଳେ ଉଚ୍ଚ ଆଦ୍ରତା ପ୍ରଭାବରେ ଉପକୂଳରେ ଅସହ୍ୟ ଗୁଳୁଗୁଳି ହେଉଛି । ଏଥିପାଇଁ ୭ଟି ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ୭ ଜିଲ୍ଲା ହେଲେ ବୌଦ୍ଧ, କଳାହାଣ୍ଡି, ସୋନପୁର, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା ଓ ନୂଆପଡ଼ା । ଅପରପକ୍ଷେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି […]