ବଢ଼ିଲା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ
ବଢ଼ିଲା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ । ଓଡ଼ିଶା ସରକାରଙ୍କ ପ୍ରସ୍ତାବ ଆଧାରରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୯୮୬ ବ୍ୟାଚ୍ ଆଇଏଏସ୍ ତଥା ରାଜ୍ୟ ମୁଖ୍ୟ ସଚିବ ସୁରେଶ କୁମାର ମହାପାତ୍ରଙ୍କ କାର୍ଯ୍ୟକାଳ ଆଉ ୬ମାସ ବୃଦ୍ଧି ହୋଇଛି । ଚଳିତ ବର୍ଷ ଫେବୃୟାରୀ ୨୮ରେ ତାଙ୍କର କାର୍ଯ୍ୟକାଳ ଶେଷ ହେଉଥିଲା । ତାଙ୍କର କାର୍ଯ୍ୟକାଳ ବଢ଼ାଇବା ପାଇଁ ରାଜ୍ୟ ସରକାର ଡିସେମ୍ବର ୩୧ ତାରିଖରେ କେନ୍ଦ୍ରକୁ ଚିଠି ଲେଖିଥିଲେ । କେନ୍ଦ୍ର ସରକାରଙ୍କ […]