ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିର ୧୫ତମ ପ୍ରତିଷ୍ଠା ଦିବସ ପାଳିତ
ଜଟଣୀ (ପ୍ରଶାନ୍ତ କୁମାର ସାହୁ): ଜଟଣୀ ଅରଗୁଳସ୍ଥିତ ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜିର ୧୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଭାରତ ସରକାରଙ୍କ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀପଦ କରମଲକର ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ । ଏହି ଅବସରରେ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ତାଙ୍କ ବକ୍ତବ୍ୟରେ ଆଇଆଇଟି ବିବିଏସର ଛାତ୍ରଛାତ୍ରୀଙ୍କୁ ଭବିଷ୍ୟତ […]