ଓଡିଶା

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ଛେଚିବ ବର୍ଷା !

ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଏବଂ ତତସଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଏହି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ।  ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ […]

ଓଡିଶା ଦେଶ ବିଦେଶ

ସେପଟେ ବାତ୍ୟା ଏପଟେ ଅସହ୍ୟ ତାତି । ଦିଗ ବଦଳାଉଛି ବାତ୍ୟା ‘ମୋଚା’

ବଙ୍ଗୋପସାଗରରେ ସକ୍ରିୟ ଅବପାତ ସନ୍ଧ୍ୟା ସୁଦ୍ଧା ଗଭୀର ଅବପାତରେ ପରିଣତ ହୋଇ ବାତ୍ୟା ରୂପ ନେଇପାରେ । କ୍ରମଶଃ ଏହା ଘନୀଭୂତ ହୋଇ ୧୧ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଏହାପରେ ୧୧ ତାରିଖ ମଧ୍ୟରାତ୍ର ସୁଦ୍ଧା ଅତି ଭୀଷଣ ବାତ୍ୟା ରୂପ ନେଇପାରେ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୧୨ ତାରିଖ ଆଡକୁ ବାତ୍ୟା ଦିଗ ବଦଳାଇ ଉତ୍ତର ଓ […]

ଓଡିଶା ଟ୍ରେଣ୍ଟିଂ

ଆସୁଛି ବାତ୍ୟା । ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମ୍ଭାବ୍ୟ ବାତ୍ୟା ପାଇଁ ସତର୍କ କଲା ପାଣିପାଗ ବିଭାଗ । ବଢ଼ିଲା ବାତ୍ୟା ସମ୍ଭାବନା । ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ ସୂଚନା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବାତ୍ୟା । ଆଜି ଏସମ୍ପର୍କରେ ଟ୍ୱିଟ୍ କରି ସୂଚନା ଦେଇଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ରୂପ ନେବା ପରେ ଏହା ଲଘୁଚାପ ଓ ପରେ ଅବପାତରେ ପରିଣତ ହୋଇପାରେ । ଅବପାତ ଘନୀଭୂତ ହୋଇ ବାତ୍ୟା ରୂପ ନେବା ସମ୍ଭାବନା ଥିବା […]

ଓଡିଶା ଟ୍ରେଣ୍ଟିଂ

ବାତ୍ୟା ‘ଅସାନି’ର ପ୍ରଭାବ, ୧୦ ସନ୍ଧ୍ୟାରୁ ଲାଗି ରହିବ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହେବା ପରେ ଆଜି ସକାଳେ ବାତ୍ୟାର ରୂପ ନେଇଛି । ଏହି ବାତ୍ୟାର ନାଁ ‘ଅସାନି’ ରଖାଯାଇଥିବାବେଳେ ଏହାର ନାମକରଣ ଶ୍ରୀଲଙ୍କା ତରଫରୁ କରାଯାଇଛି । ଏହାର ଅର୍ଥ ହେଉଛି ‘କ୍ରୋଧ’ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ବାତ୍ୟା ‘ଅସାନି’ ପ୍ରଭାବରେ ୧୦ତାରିଖ ସନ୍ଧ୍ୟାରୁ ୧୨ ତାରିଖ ସକାଳ ଯାଏଁ ବର୍ଷା ଲାଗି ରହିବ । ବିଶେଷ କରି […]

ଓଡିଶା ଟ୍ରେଣ୍ଟିଂ

୧୦ରେ ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା !

ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ୭ ତାରିଖରେ ଅବପାତର ରୂପ ନେବ । ଏବଂ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେଇ ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ୧୦ ତାରିଖ ସୁଦ୍ଧା ଏହା ପଶ୍ଚିମକେନ୍ଦ୍ରୀୟ ଓ ପାର୍ଶ୍ୱବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳରେ କେନ୍ଦ୍ରୀଭୂତ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ […]

ଓଡିଶା ଦେଶ ବିଦେଶ

କାଲିଠୁ ରାଜ୍ୟରେ ତାତିରୁ ମିଳିବ ନିସ୍ତାର, ସପ୍ତାହ ଯାଏଁ ଦେଶର ବିଭିନ୍ନ ସ୍ଥାନରେ ହିଟ୍ ୱେଭ ଜାରି

ରାଜ୍ୟରେ କ୍ରମାଗତ ଗ୍ରୀଷ୍ମପ୍ରବାହ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ହେଲେ କାଲିଠୁ ଅସହ୍ୟ ତାତିରୁ ଆଶ୍ବସ୍ତି ମିଳିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ ବିଭାଗର ସୂଚନା ଅନୁସାୟୀ, ବଙ୍ଗୋପସାଗରର ଦକ୍ଷିଣ ଓ ଦକ୍ଷିଣ ପୂର୍ବ ଦିଗରୁ ଜଳୀୟବାଷ୍ପ ବାୟୁ ପ୍ରବେଶ କରୁଛି । ଏହାର ପ୍ରଭାବରେ କାଲିଠୁ ଆସନ୍ତା ୩ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ୨ରୁ ୩ […]

ଓଡିଶା

ଓଡିଶା ପାଇଁ ଆଇଏମଡି ଜାରି କଲା ଅରେଞ୍ଜ ୱାର୍ଣ୍ଣିଂ

ଗ୍ରୀଷ୍ମ ପ୍ରବାହ ନେଇ ଦେଶର ୫ଟି ରାଜ୍ୟ ପାଇଁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଓଡିଶା, ଦିଲ୍ଲୀ, ହରିୟାଣା, ଉତ୍ତରପ୍ରଦେଶ ଓ ରାଜସ୍ଥାନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରଭାବ ପାଇଁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ଟି ଜିଲ୍ଲା ପାଇଁ ଏହି ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ […]

ଓଡିଶା

ଆହୁରି ୩ ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇପାରେ

ରାଜ୍ୟରେ ଆହୁରି ୩ ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇପାରେ । ଆସନ୍ତାକାଲିଠାରୁ ଉତ୍ତର-ପଶ୍ଚିମ ତଥା ପଶ୍ଚିମ ଦିଗରୁ ରାଜ୍ୟକୁ ଉତ୍ତପ୍ତ ଶୁଷ୍କବାୟୁ ପ୍ରବାହିତ ହେବାର ସମ୍ଭାବନା ରହିଛି । ଫଳରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ପାଇପାରେ । ତେଣୁ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୋମବାର ଦିନ ରାଜ୍ୟର ୭ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ […]