ହିନ୍ଦୋଳ ଉପଖଣ୍ଡସ୍ତରୀୟ ୭୮ ତମ ସ୍ବାଧିନତା ଦିବସ ପାଳିତ…
ଢେଙ୍କାନାଳ, (ଏଫ୍ଟୁଏସ୍ / ସୁଜିତ୍ କୁମାର ବେହେରା) : ହିନ୍ଦୋଳ ଉପଖଣ୍ଡ ସ୍ତରୀୟ ୭୮ ତମ ସ୍ବାଧିନତା ଦିବସ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ଦିବସରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ଶିବାନନ୍ଦ ସ୍ୱାଇଁ ଯୋଗ ଦେଇଥିଲେ । ସ୍ଥାନୀୟ ମିନି ଷ୍ଟାଡିୟମରେ ସେ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ । ପରେଡରେ […]