ଓଡିଶା ଦେଶ ବିଦେଶ

ଲାଗୁ ହେଲା ନୂଆ ଆଇନ, ରୁଜ୍ଜୁ ହେଲା ପ୍ରଥମ ଏଫ୍ଆଇଆର୍…

ବ୍ୟୁରୋ ରିପୋର୍ଟ, ୦୧/୭ : ଆଜିଠୁ ସାରା ଦେଶରେ ଲାଗୁ ହେଲା ନୂଆ ଭାରତୀୟ ନ୍ୟାୟ ସଂହିତା । ଏଣିକି ଦଣ୍ଡ ନୁହେଁ ଜନତାଙ୍କୁ ନ୍ୟାୟ ଦେବା ଉପରେ କାର୍ଯ୍ୟ କରିବ ଦେଶର ନ୍ୟାୟ ବ୍ୟବସ୍ଥା । ଏଥିସହିତ ଉଚ୍ଛେଦ ହୋଇଛି ୧୮୬୦ ମସିହାରୁ ଚାଲିଆସୁଥିବା ବ୍ରିଟିଶ ନିୟମ । ଫଳରେ ପ୍ରାୟ ଦେଢ଼ ଶହ ବର୍ଷ ଧରି ସମଗ୍ର ଦେଶରେ ଲାଗୁ ହୋଇ ଆସୁଥିବା ଇଂରେଜ ଅମଳର ଏହି ପୁଲିସ ଆଇନ ଆଜି ଇତିହାସ ପାଲଟି ଯାଇଛି । ଦେଶରେ ୩ଟି […]

ଓଡିଶା ଦେଶ ବିଦେଶ

ବିବାହିତ ମହିଳା ବୈବାହିକ ଦୁଷ୍କର୍ମର ଶିକାର ହେଲେ ଗର୍ଭପାତ କରାଇ ପାରିବେ

ଦେଶରେ ମହିଳାଙ୍କ ଅଧିକାରକୁ ନେଇ ଆଜି ସୁପ୍ରିମକୋର୍ଟ ଐତିହାସିକ ରାୟ ଦେଇଛନ୍ତି । ରାୟ ମୁତାବକ ସମସ୍ତ ମହିଳାଙ୍କର ସୁରକ୍ଷିତ ଓ ଆଇଗତ ଉପାୟରେ ଗର୍ଭପାତ କରିବାର ଅଧିକାର ରହିଛି । ବିବାହିତ ଓ ଅବିବାହିତ ମହିଳାଙ୍କ ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରିବା ଅସାମ୍ବିଧାନିକ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି । ଗୁରୁବାର ସୁପ୍ରିମକୋର୍ଟ ମେଡିକାଲ ଟର୍ମିନେସନ ଅଫ ପ୍ରେଗେନ୍ସି (ଏମଟିପି) ବା ଗର୍ଭପାତ ଅଧିକାର ଉପରେ ଶୁଶାଣି କରିଛନ୍ତି । ଏହି ସମୟରେ କୋର୍ଟ କହିଛନ୍ତି, […]