ଦେଶ ବିଦେଶ

ଭାରତ-ଚୀନ ସୀମାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଘାଟି ତଳକୁ ଖସିଲା ସେନା ଗାଡି

ଭାରତ-ଚୀନ ସୀମାରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରତୀୟ ସେନାର ଯବାନଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ୧୬ ଜଣ ଯବାନଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏହା ସହ ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ହେଲିକପ୍ଟର ସହାୟତାରେ ଉଦ୍ଧାର କରାଯାଇଛି । ଏନେଇ ଭାରତୀୟ ସେନା ପକ୍ଷରୁ ବୟାନ ଜାରି କରାଯାଇଛି । ଗୁରୁତରଙ୍କୁ ବେଙ୍ଗଲ ଆର୍ମି ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସକାଳ […]

ଦେଶ ବିଦେଶ

ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ ଏନ୍ଆଇଏର ହାଲ୍ଲାବୋଲ…

ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ ହାଲ୍ଲାବୋଲ ଆରମ୍ଭ କରିଛି ନ୍ୟାସନାଲ ଇନ୍‌ଭେଷ୍ଟିଗେସନ୍ ଏଜେନ୍ସି ତଥା ଏନ୍ଆଇଏ । ଦେଶର ଦିଲ୍ଲୀ, ପଞ୍ଜାବ, ହରିୟାଣା, ରାଜସ୍ଥାନ ଏବଂ ଉତ୍ତରପ୍ରଦେଶର ୫୦ରୁ ଅଧିକ ଆଡ୍ଡା ଉପରେ ଏନ୍ଆଇଏ ରେଡ୍ କରିଛି । ଏହାଦ୍ବାରା ଭାରତ ଓ ବିଦେଶରେ ଥିବା ଆତଙ୍କବାଦୀ, ଗ୍ୟାଙ୍ଗଷ୍ଟର ଓ ଡଗ୍ସ ତସ୍କରୀକୁ ମୂଳତ୍ପୋଟ କରିବା ହେଉଛି ଏନ୍ଆଇଏର ଉଦ୍ଦେଶ୍ୟ । ଲରେନ୍ସ ବିଷ୍ଣୋଇ, ନୀରଜ ବବାନାଙ୍କ ସମେତ ଅନେକ ଗ୍ୟାଙ୍ଗଷ୍ଟରଙ୍କ ଆଡ୍ଡାରେ ଚଢାଉ ହୋଇଛି । ଏହାପୂର୍ବରୁ 12 […]