‘ଅପରେସନ୍ ଅଜୟ’ । ପ୍ରଥମ ବ୍ୟାଚରେ ଇସ୍ରାଏଲରୁ ଭାରତ ଫେରିଛନ୍ତି ୨୧୨ ଜଣ ଭାରତୀୟ…
‘ଅପରେସନ୍ ଅଜୟ’ ଜରିଆରେ ପ୍ରଥମ ବ୍ୟାଚରେ ଇସ୍ରାଏଲରୁ ଭାରତ ଫେରିଛନ୍ତି ୨୧୨ ଜଣ ଭାରତୀୟ । ଆଜି ସକାଳୁ ଭାରତରେ ଅବତରଣ କରିଛନ୍ତି ସେମାନେ । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଏୟାରପୋର୍ଟରେ ଉପସ୍ଥିତ ରହି ଭାରତ ଫେରିଥିବା ନାଗରିକଙ୍କୁ ସ୍ୱାଗତ ଜଣାଇଛନ୍ତି । ଅପରେସନ୍ ଅଜୟରେ ସ୍ୱଦେଶ ଫେରିବାକୁ ଇଚ୍ଛୁକ ଭାରତୀୟଙ୍କ ଲାଗି ଇସ୍ରାଏଲରୁ ମାଗଣାରେ ଚାର୍ଟର ଫ୍ଲାଇଟ ଓ ଅନ୍ୟ ବନ୍ଦୋବସ୍ତ କରିଛନ୍ତି କେନ୍ଦ୍ର ସରକାର । ସେପଟେ ତେଲ୍-ଅଭିଭ୍ ଓ ରାମାଲାରେ […]