ଓଡିଶା

ଜଗତସିଂହପୁର ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଜେ. ସୋନାଲ…

ଜଗତସିଂହପୁର, (ଏଫ୍ଟୁଏସ୍/ ରୀତା ସାହୁ) : ଜଗତସିଂହପୁର ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଜେ. ସୋନାଲ । ଜେ. ସୋନାଲ ପୂର୍ବରୁ ବୌଦ୍ଧ ଜିଲ୍ଲାପାଳ ରହିଥିଲେ । ବର୍ତ୍ତମାନ ବିଧିବଦ୍ଧ ଭାବେ ଜଗତସିଂହପୁର ଜିଲ୍ଲାର ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିବା ସହିତ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ଦିଗରେ କାର୍ଯ୍ୟ କରିବାକୁ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ, ଉପ ଜିଲ୍ଲାପାଳ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ […]