ବିରିଡି ବ୍ଲକର ବିଭିନ୍ନ ପଞ୍ଚାୟତରେ ବୁଲିଲା ଜୟ ଜଗନ୍ନାଥ ରଥ…
ଜଗତସିଂହପୁର, ୧୦/୧ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ବିରିଡି ବ୍ଲକର ବିଭିନ୍ନ ପଞ୍ଚାୟତରେ ବୁଲିଲା ଜୟ ଜଗନ୍ନାଥ ରଥ । ଆମ ଓଡ଼ିଶା ନବୀନ ଓଡ଼ିଶା ଅନ୍ତର୍ଗତ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପର ଜୟ ଜଗନ୍ନାଥ ରଥ ପଞ୍ଚାୟତର ପ୍ରତି ଘରକୁ ଘର ବୁଲି ଅରୁଆ ଚାଉଳ, ଗୁଆ ଓ ନଡ଼ିଆ ସଂଗ୍ରହ କରାଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା ମମତା ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ଚନ୍ଦ୍ରଶେଖର ଦାସଙ୍କ ବହୁ ଜଣ ସାଧାରଣ […]