ଖୋଲୁଛି ରତ୍ନ ଭଣ୍ଡାର…
ଆଜି ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ଖୋଲାଗଲା ରତ୍ନଭଣ୍ଡାର । ଲୋକନାଥଙ୍କୁ ପୂଜା କରି ପ୍ରବେଶ କଲେ ଟିମ୍ । ଭିତର ରତ୍ନଭଣ୍ଡାର ଚାବି ଫିଟାଇବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି । ସ୍ୱତନ୍ତ୍ର ପୋଷାକରେ ଭଣ୍ଡାର ଭିତରକୁ ଯାଇଛନ୍ତି ଟିମ୍ । ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା । ରତ୍ନଭଣ୍ଡାର ଭିତରକୁ ଯାଇଛନ୍ତି ୧୧ ଜଣ ସଦସ୍ୟ । ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ, ସଦସ୍ୟ ଡାକ୍ତର ସିବିକେ ମହାନ୍ତି, ଗଜପତି ମହାରାଜାଙ୍କ […]