ପାରାଦ୍ୱୀପ ବିଜୁମୈଦାନରେ ଉଦଘାଟିତ ହେଲା କଳିଙ୍ଗ ବାଲିଯାତ୍ରା…
ଜଗତସିଂହପୁର, ୨୯/୧୧ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ପାରାଦ୍ୱୀପ ସ୍ଥିତ ବିଜୁ ମୈଦାନରେ ଉଦଘାଟିତ ହୋଇଯାଇଛି କଳିଙ୍ଗ ବାଲିଯାତ୍ରା । ଏହି ଅବସରରେ ମନ୍ତ୍ରୀ ପ୍ରତାପ କେଶରୀ ଦେବ ବାଲିଯାତ୍ରାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ୮ ଦିନ ବ୍ୟାପି ଚାଲିବାକୁ ଥିବା କଳିଙ୍ଗ ବାଲିଯାତ୍ରା ଆସନ୍ତା ୩ ତାରିଖ ପଯ୍ୟନ୍ତ ଚାଲିବ । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟୱାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ମନ୍ତ୍ରୀ ପ୍ରତାପ […]