ନିର୍ବାଚନ ପୂର୍ବରୁ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କରୁଛନ୍ତି ବିଧାୟକ
ଜଗତସିଂହପୁର ଜିଲ୍ଲା ସଦର ବ୍ଲକ ଅଳସୁଧା, ପିତେଇପୁର, ମୁଦୁପୁର ପଂଚାୟତ ସମେତ ବିଭିନ୍ନ ପଂଚାୟତରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟର ଉଦଘାଟନ କଲେ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ପ୍ରଶାନ୍ତ କୁମାର ମୁଦୁଲି । ଜିଲ୍ଲାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ୍ କାର୍ଡର ଶୁଭାରମ୍ଭ ପରେ ଜଗତସିଂହପୁର ନିର୍ବାଚନ ମଣ୍ଡଳୀର ବିଭିନ୍ନ ପଞ୍ଚାୟରେ ଏହି କାର୍ଡ ହିତାଧିକାରୀଙ୍କୁ ମେଳା ମାଧ୍ୟମରେ ସ୍ବାସ୍ଥ୍ୟ କାର୍ଡ ବଣ୍ଟନ କରାଯାଉଛି […]