ଓଡିଶା

ଭାରସାମ୍ୟ ହରାଇ ଗଛକୁ ପିଟିଲା ଘରୋଇ ଯାତ୍ରୀବାହୀ ବସ୍…

ବାଲେଶ୍ୱର : ଭାରସାମ୍ୟ ହରାଇ ଗଛକୁ ପିଟିଲା ଘରୋଇ ଯାତ୍ରୀବାହୀ ବସ୍ । ଡ୍ରାଇଭର ସମେତ ୧୫ ଯାତ୍ରୀ ଗୁରୁତର । ସୂଚନା ଅନୁଯାୟୀ ଆଜି ସକାଳେ ବାଲିଆପାଳରୁ ଯାତ୍ରୀ ନେଇ ବାଲେଶ୍ୱର ଅଭିମୁଖେ ଯାଉଥିବା ନୁପୁର ନାମକ ଏକ ଘରୋଇ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ବସର ଆଗ ଚକା ଫାଟି ଯିବାରୁ ସିଂଲା ଥାନା ଅନ୍ତର୍ଗତ ପୁଟୁରା ଛକ ନିକଟରେ ଭାରସାମ୍ୟ ହରାଇ ବସଟି ରାସ୍ତା କଡରେ ଥିବା ଏକ ଗଛକୁ ଶକ୍ତ ଧକ୍କା […]

ଓଡିଶା

ବିପଦ ସଙ୍କେତ ଟପିଲା ଜଳକା ନଦୀର ଜଳସ୍ତର । ଭୟଭୀତ ଅବସ୍ଥାରେ ୧୦ ଟି ପଞ୍ଚାୟତର ଚାଷୀ…

ଜଳେଶ୍ୱର : ବିପଦ ସଙ୍କେତ ଟପିଲା ଜଳକା ନଦୀର ଜଳସ୍ତର । ନଦୀର ମଥାନୀଠାରେ ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ସକାଳା ୭ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୬ ମିଟରରେ ପ୍ରବାହିତ ହେଉଛି । ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଛି । ଉପର ମୁଣ୍ଡ ମୟୁରଭଞ୍ଜରେ ଲଗାଣ ବର୍ଷା ଯୋଗୁଁ ଜଳକା ନଦୀର ଜଳସ୍ତର ଫୁଲିବାରେ ଲାଗିଛି । ସେପଟେ ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା […]