ଦେଶ ବିଦେଶ

ଦୀର୍ଘ ୧୦ ବର୍ଷ ପରେ ଭୋଟ ଦେବେ ଜାମ୍ମୁ-କାଶ୍ମୀରବାସୀ ସେପଟେ ହରିୟାଣାର ବିଧାନସଭା ପାଇଁ ହେବ ମତଦାନ…

ଜାମ୍ମୁକାଶ୍ମୀର ଓ ହରିୟାଣାର ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ମୁଖ୍ୟ ନିର୍ବାଚନ ଆୟୋଗ ରାଜୀବ କୁମାର ଆଜି ସାମ୍ବାଦିକ ସମ୍ମିଳନୀ କରି ଏହି ତାରିଖ ଘୋଷଣା କରିଛନ୍ତି । ତେବେ ହରିୟାଣାରେ ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ, ଜାମ୍ମୁକାଶ୍ମୀରରେ ୩ଟି ପର୍ଯ୍ୟାୟରେ ନିର୍ବାଚନ ହେବ । ଅକ୍ଟୋବର ୪ରେ ଉଭୟ ରାଜ୍ୟର ଭୋଟ୍ ଗଣତି ହୋଇ ଫଳାଫଳ ଘୋଷଣା ହେବ । ଜମ୍ମୁ-କଶ୍ମୀରରେ ସେପ୍ଟେମ୍ବର ୧୮, ୨୫ ଓ ଅକ୍ଟୋବର […]