ଓଡିଶା

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ଗଜପତି, (ଏଫ୍ଟୁଏସ୍/ ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଜତିନ୍ଦ୍ର କୁମାର ପଣ୍ଡା, ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ.ଆନନ୍ଦ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼.ଗୁଣନିଧି ନାୟକ, ଅତିରିକ୍ତ ଜିଲ୍ଲାପାଳ […]

ଓଡିଶା

ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ…

ଗଜପତି, (ଏଫ୍ଟୁଏସ୍) ୦୨/୦୭ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ. କୁମାର, ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ୍ ଆନନ୍ଦ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଓ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା […]

ଓଡିଶା

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମଣ୍ଡି, ୨୧/୧୧ (ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଗୋରିବନ୍ଧ ଗ୍ରାମ ପଂଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ୍.କୁମାର ଓ ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି. ତିରୁପତି ରାଓ ପ୍ରମୁଖ ଯୋଗଦାନ କରିଥିଲେ । ଏଥିରେ ଗୋରିବନ୍ଧ ସମେତ […]

ଓଡିଶା

ତେଇଶି ବର୍ଷର ଶାସନ ପରେ ବି ରାଜ୍ୟରେ ମାଳ ମାଳ ଅଭିଯୋଗ…

ବେଗୁନିଆପଡା : ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ପରିସରରେ ଜିଲ୍ଲାପାଳ ଏଵଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଆରକ୍ଷୀ ଅଧିକ୍ଷକ ଜଗନ ମୋହନ ମିନା ଏଵଂ ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଗଞ୍ଜାମ ଏଡ଼ିଏମ୍ ଜେନେରାଲ ରୀନା କୁମାରୀ ଖେସ ଏଵଂ ଏଡ଼ିଏମ୍ ପ୍ରିୟବ୍ରତ ସାହୁ ଯୋଗ ଦେଇ ଜନ ସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ । ମୁଖ୍ୟତଃ ଭତ୍ତା, ରାସନ କାର୍ଡ ଏଵଂ ଆବାସ ଯୋଜନା ସମ୍ବନ୍ଧୀୟ […]