ଓଡିଶା

ବେଗୁନିଆପଡାରେ ମନରେଗା ଜନଶୁଣାଣି ଶିବିର ଅନୁଷ୍ଠିତ

ବେଗୁନିଆପଡା (ବାପୁନି କୁମାର ମାଲୁ): ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ, ଉଦ୍ୟାନ, ମୃତ୍ତିକା ସଂରକ୍ଷଣ, ଜଳ ବିଭାଜିକା, ଜଙ୍ଗଲ ଆଦି ବିଭାଗରେ ଏପ୍ରିଲ ୧ ତାରିଖରୁ ସେପ୍ଟେମ୍ବର ୩୦ ପର୍ୟ୍ୟନ୍ତ ହୋଇଥିବା ମନରେଗା କାର୍ଯ୍ୟର ଜନ ଶୁଣାଣି ହୋଇଥିଲା । ବ୍ଲକରେ ମୋଟ ୨୭ ହଜାର ୧୨୫ ଜବ୍ କାର୍ଡ ପ୍ରଦାନ କରାଯାଇଥିବା ବେଳେ […]