ଓଡିଶା

ଗଣତନ୍ତ୍ର ଦିବସ ପାଳନ କରିବା ପାଇଁ ସ୍ବତନ୍ତ୍ର ଗାଇଡଲାଇନ ଜାରି…

ଆସନ୍ତାକାଲି ସାରା ଦେଶ ପାଳନ କରିବ ଗଣତନ୍ତ୍ର ଦିବସ ବା ସାଧାରଣତନ୍ତ୍ର ଦିବସ । କରୋନା କାଳରେ ଗଣତନ୍ତ୍ର ଦିବସ ପାଳନ କରିବା ଲାଗି ରାଜ୍ୟ ସରକାରଙ୍କ ତରଫରୁ ସ୍ବତନ୍ତ୍ର ରିଲିଫ୍ କମିଶନର ଏ ନେଇ ଗାଇଡଲାଇନ ପ୍ରସ୍ତୁତ କରିଛନ୍ତି । ଗାଇଡ ଲାଇନ ଅନୁଯାୟୀ, ସାଧାରଣତନ୍ତ୍ର ଦିବସରେ ବ୍ୟକ୍ତିଗତ ଭାବେ ନିଜ ଘରେ ପତାକା ଉତ୍ତୋଳନ ପାଇଁ ୫ ଜଣଙ୍କୁ ଅନୁମତି ଦିଆଯାଇଛି । ରାଜ୍ୟ, ଜିଲ୍ଲା, ବ୍ଲକ୍ ଓ ପଞ୍ଚାୟତ ସ୍ତରରେ ଗଣତନ୍ତ୍ର ଦିବସ […]