କ୍ରୀଡା

ଗୋଲ୍ଡେନ୍ ବଏଙ୍କୁ ରୌପ୍ୟ । ଇତିହାସ ଦୋହରାଇଲେ ନୀରଜ…

ପ୍ୟାରିସ ଅଲିମ୍ପିକ୍ସରେ ଭାରତକୁ ମିଳିଛି ପ୍ରଥମ ରୌପ୍ୟ ପଦକ । ରୌପ୍ୟ ପଦକ ଜିତିବା ସହ ନୂଆ ଇତିହାସ ରଚିଛନ୍ତି ନୀରଜ । ସ୍ୱାଧୀନ ଭାରତର ପ୍ରଥମ ଆଥଲେଟ୍ ଭାବେ ଟୋକିଓ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଏବଂ ଏବେ ପ୍ୟାରିସ ଅଲିମ୍ପିକ୍ସରେ ରୌପ୍ୟ ପଦକ ହାସଲ କରିଛନ୍ତି । ଏହାସହ ଚତୁର୍ଥ ଭାରତୀୟ ଖେଳାଳି ଭାବରେ ଦୁଇଟି ବ୍ୟକ୍ତିଗତ ଅଲିମ୍ପିକ୍ସ ପଦକ ଜିତିଛନ୍ତି । ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ନୀରଜ ୮୯.୪୫ ମିଟର ଥ୍ରୋ କରି ଜିତିଛନ୍ତି ରୌପ୍ୟ […]