ଓଡିଶା ଟ୍ରେଣ୍ଟିଂ

ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ୍‌’, ହେଲେ ପ୍ରବଳ ବର୍ଷିବ

ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ୍‌’ର ପ୍ରଭାବ । ତେବେ ବାତ୍ୟା ଦୁର୍ବଳ ହେଉଥିଲେ ବି ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ଦକ୍ଷିଣ ଓଡିଶା ଓ ଉପକୂଳ ଓଡିଶାର ବିଭିନ୍ନ ଅଂଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ବାତ୍ୟା ‘ଜୱାଦ୍‌’ ପୁରୀ ଉପକୂଳ ଛୁଇଁବା ବେଳକୁ ଏହା ଗଭୀର ଅବପାତରେ ପରିଣତ ହୋଇ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି […]