ଜଗତସିଂହପୁର ଜିଲ୍ଲାରେ ଜୟ ଜଗନ୍ନାଥ ଅର୍ପଣ ରଥ ଉଦଘାଟନ…
ଜଗତସିଂହପୁର, ୬/୧ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜୟ ଜଗନ୍ନାଥ ଅର୍ପଣ ରଥର ଶୁଭ ଉଦଘାଟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଜଗତସିଂହପୁର ସଦର ବ୍ଲକ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସରକାରୀ ଦଳର ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ବ୍ଲକ ଅଧ୍ୟକ୍ଷା କନକପ୍ରଭା ଲେଙ୍କା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ବ୍ଲକ ଉନ୍ନୟନ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି […]