ମମତାଙ୍କୁ ଜେକଲ ଏବଂ ହାଇଡଙ୍କ ସହ ତୁଳନା କଲେ ରାଜ୍ୟପାଳ…
କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ଉପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କଥାବାର୍ତ୍ତାକୁ ହାସ୍ୟାସ୍ପଦ କହିଛନ୍ତି ରାଜ୍ୟପାଳ ସିଭି ଆନନ୍ଦ ବୋଷ । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜେକଲ ଏବଂ ହାଇଡଙ୍କ ଭଳି ବ୍ୟବହାର କରୁଛନ୍ତି ବୋଲି ରାଜ୍ୟପାଳ କହିଛନ୍ତି । କୋଲକାତାର ଏହି ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ହସ୍ପିଟାଲରେ ଧର୍ମଘଟ ଜାରି ରହିଛି । ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆନ୍ଦୋଳନକାରୀଙ୍କ ସହ ମିଶି ରାଲି କରିବା ସହ ଦୋଷୀଙ୍କୁ […]