ଓଡିଶା

ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସ ପ୍ରାର୍ଥୀ ଚୟନ । ଖାଲି ମୋହରକୁ ଅପେକ୍ଷା…

କୋରାପୁଟ : କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ପରବ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀର ଚାରୋଟି ବ୍ଲକର ବ୍ଲକ କଂଗ୍ରେସ ସଭାପତି ଓ ୫୧ ଟି ଗ୍ରାମ ପଞ୍ଚାୟତର କଂଗ୍ରେସ ପଞ୍ଚାୟତ ସଭାପତି ଏବଂ କଂଗ୍ରେସ କର୍ମୀମାନେ ବହୁ ସଂଖ୍ୟରେ ଯୋଗ ଦେଇଥିଲେ । ଏହି ଅବସରରେ କଂଗ୍ରେସ ସମର୍ଥିତ ସରପଞ୍ଚ ଓ ସମିତି ସଭ୍ୟମାନେ ଯୋଗ ଦେଇ ଆଗାମୀ ସାଧାରଣ ନିର୍ବାଚନ ପ୍ରସ୍ତୁତି […]