ସାମ୍ବାଦିକଙ୍କ ସୁରକ୍ଷା ପାଇଁ ଆଇନ ପ୍ରଣୟନ ନ ହେଲେ ଆନ୍ଦୋଳନ ହେବ…
ନୟାଗଡ: ନୟାଗଡ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ନୟାଗଡ ପଞ୍ଚାୟତ ସମିତି ସଭା ଗୃହରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ନୟାଗଡ ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ନୟାଗଡ ଜିଲ୍ଲାର ୮ ଟି ବ୍ଲକରୁ ବହୁ ସାମ୍ବାଦିକମାନେ ଯୋଗ ଦେଇଥିଲେ । ଏହି ଅବସରରେ ସାମ୍ବାଦିକ ନିଶିକାନ୍ତ ରଥ, ରାମକୃଷ୍ଣ ରଥ, ଗୋକୁଳ ଷଡ଼ଙ୍ଗୀ, ହୁସେନ ଖାନ୍, ଆଲୋକ ସେନାପତି, ଜୟେନ୍ଦ୍ର ବେହେରା, ଶୁଭେନ୍ଦୁ […]