ଓଡିଶା

ହତ୍ୟାକାରୀଙ୍କୁ ଗିରଫ ଦାବିରେ ଧାରଣା…

ସାଲେପୁର, (ଏଫ୍ଟୁଏସ୍ / ଅଭୟ ଜେନା) : ଶିଶୁଆ ସ୍ଥିତ ଆଇଟିସି ସଂସ୍ଥାର କର୍ମଚାରୀ ବିଶ୍ୱଜିତ ମହାନ୍ତିଙ୍କ ହତ୍ୟାକାରୀମାନଙ୍କୁ ତୁରନ୍ତ ଗିରଫ କରିବା ସହ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରି ସାଲେପୁର ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି ପରିବାର ଲୋକେ । ଏହି ଘଟଣାକୁ ୧୩ ଦିନ ବିତିଯାଇଥିଲେ ସୁଦ୍ଧା ପୋଲିସ କାର୍ଯ୍ୟାନୁଷ୍ଠାନ ନେଉ ନ ଥିବା ଅଭିଯୋଗ କରିଛନ୍ତି ମୃତ ଯୁବକଙ୍କ ବାପା, ମା, ଭଉଣୀ ଆଦି ପରିବାର ଲୋକେ । ଏଠାରେ […]