ଓଡିଶା ଦେଶ ବିଦେଶ

ବିବାହିତ ମହିଳା ବୈବାହିକ ଦୁଷ୍କର୍ମର ଶିକାର ହେଲେ ଗର୍ଭପାତ କରାଇ ପାରିବେ

ଦେଶରେ ମହିଳାଙ୍କ ଅଧିକାରକୁ ନେଇ ଆଜି ସୁପ୍ରିମକୋର୍ଟ ଐତିହାସିକ ରାୟ ଦେଇଛନ୍ତି । ରାୟ ମୁତାବକ ସମସ୍ତ ମହିଳାଙ୍କର ସୁରକ୍ଷିତ ଓ ଆଇଗତ ଉପାୟରେ ଗର୍ଭପାତ କରିବାର ଅଧିକାର ରହିଛି । ବିବାହିତ ଓ ଅବିବାହିତ ମହିଳାଙ୍କ ମଧ୍ୟରେ ପାର୍ଥକ୍ୟ ସୃଷ୍ଟି କରିବା ଅସାମ୍ବିଧାନିକ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି । ଗୁରୁବାର ସୁପ୍ରିମକୋର୍ଟ ମେଡିକାଲ ଟର୍ମିନେସନ ଅଫ ପ୍ରେଗେନ୍ସି (ଏମଟିପି) ବା ଗର୍ଭପାତ ଅଧିକାର ଉପରେ ଶୁଶାଣି କରିଛନ୍ତି । ଏହି ସମୟରେ କୋର୍ଟ କହିଛନ୍ତି, […]