ଓଡିଶା

ଓଡ଼ିଶା ହାଇକୋର୍ଟରେ ଯୋଡି ହେଲେ ଆଉ ଦୁଇ ବିଚାରପତି…

ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି ଜଷ୍ଟିସ ଶିବଶଙ୍କର ମିଶ୍ର ଓ ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା । ଉଭୟଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଶପଥପାଠ କରାଇଛନ୍ତି । ଦୁଇ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨ର ପହଞ୍ଚିଛି । ଅଗଷ୍ଟ ୧୭ ତାରିଖରେ ଦୁଇ ବିଚାରପତିଙ୍କ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲେ । ଏହାସହ ଉଭୟଙ୍କ ନିଯୁକ୍ତି […]