ଓଡିଶା

ସରସ୍ଵତୀ କଳା ପରିଷଦର ୧୮ ତମ ପ୍ରତିଷ୍ଠା ଦିବସ ପାଳିତ

କଟକ ସଦରର ଅଗ୍ରଣୀ ସାଂସ୍କୃତିକ ସଂଗଠନ ସରସ୍ଵତୀ କଳା ପରିଷଦର ୧୮ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଆୟୋଜିତ ତିନି ଦିନିଆ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମରେ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମ, ଡ୍ରଇଂ ପ୍ରତିଯୋଗିତା, କବିତା ପ୍ରତିଯୋଗିତା, ବକ୍ତୃତା ପ୍ରତିଯୋଗିତା ପ୍ରଭୃତି ଆୟୋଜନ ହୋଇ କୃତି ଛାତ୍ରଛାତ୍ରୀଙ୍କୁ ଅନୁଷ୍ଠାନ ପକ୍ଷରୁ ପୁରସ୍କୃତ କରାଯାଇଥିଲା । ଏହି ଅବସରରେ ବହୁ ସମାଜସେବୀ, ସାମ୍ବାଦିକ ଓ କଳାକାରଙ୍କୁ ମଧ୍ୟ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ସାଂସ୍କୃତିକ […]