ଓଡିଶା

ପାରାଦ୍ୱୀପ ବିଜୁମୈଦାନରେ ଉଦଘାଟିତ ହେଲା କଳିଙ୍ଗ ବାଲିଯାତ୍ରା…

ଜଗତସିଂହପୁର, ୨୯/୧୧ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ପାରାଦ୍ୱୀପ ସ୍ଥିତ ବିଜୁ ମୈଦାନରେ ଉଦଘାଟିତ ହୋଇଯାଇଛି କଳିଙ୍ଗ ବାଲିଯାତ୍ରା । ଏହି ଅବସରରେ ମନ୍ତ୍ରୀ ପ୍ରତାପ କେଶରୀ ଦେବ ବାଲିଯାତ୍ରାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ୮ ଦିନ ବ୍ୟାପି ଚାଲିବାକୁ ଥିବା କଳିଙ୍ଗ ବାଲିଯାତ୍ରା ଆସନ୍ତା ୩ ତାରିଖ ପଯ୍ୟନ୍ତ ଚାଲିବ । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟୱାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ମନ୍ତ୍ରୀ ପ୍ରତାପ […]

ଓଡିଶା

ପାରାଦୀପ କଳିଙ୍ଗ ବାଲିଯାତ୍ରା ପାଇଁ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଜଗତସିଂହପୁର : ପାରାଦୀପ କଳିଙ୍ଗ ବାଲିଯାତ୍ରା ପାଇଁ ଅନୁଷ୍ଠିତ ହୋଇଯାଇଛି ଭୂମିପୂଜନ l ଚଳିତବର୍ଷ କଳିଙ୍ଗ ବାଲିଯାତ୍ରାକୁ ଧୁମଧାମରେ ପାଳନ କରାଯିବା ନେଇ ବାଲିଯାତ୍ରା କମିଟି ତରଫରୁ ସୂଚନା ମିଳିଛି l ଭୂମିପୂଜନ କାର୍ଯ୍ୟକ୍ରମରେ କର୍ତ୍ତା ଭାବରେ ପାରାଦୀପ ଅତିରିକ୍ତ ଜିଲ୍ଲାପାଳଙ୍କ ସହିତ ପାରାଦୀପ ପୌରାଧ୍ୟକ୍ଷ ଓ ବାଲିଯାତ୍ରା କମିଟିର ସଦସ୍ୟ ମାନେ ଉପସ୍ଥିତ ଥିଲେ l ଏଥର କଳିଙ୍ଗ ବାଲିଯାତ୍ରା ମହୋତ୍ସବ ଆଠଦିନ ଧରି ଆୟୋଜିତ ହେବାକୁ ଥିବାବେଳେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ପୋଲିସ […]