ଓଡିଶା ବ୍ୟବସାୟ

କର୍ପୋରେଟ୍ ଜଗତର ୧୫ ଜଣ ବିଶିଷ୍ଟ ଉଦ୍ୟୋଗପତିଙ୍କୁ ମିଳିଲା କାଞ୍ଚନ କର୍ପୋରେଟ୍ ଆୱାର୍ଡ

ଭୁବନେଶ୍ବର : ଓଡିଶାର ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ କାଞ୍ଚନ ଫାଉଣ୍ଡେସନ ପକ୍ଷରୁ ଚତୁର୍ଥ କାଞ୍ଚନ କର୍ପୋରେଟ୍ ଆୱାର୍ଡ- 2023 ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସମ୍ପାଦକ ତାପସ ରଞ୍ଜନ ମଲ୍ଲିକଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ତଥା ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରୀତିରଞ୍ଜନ ଘଡେଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅନୁଷ୍ଠାନର ଏଭଳି କାର୍ଯ୍ୟକୁ ଭୂୟସୀ ପ୍ରଶଂସା କରିଥିଲେ । ଏଥିରେ ସମ୍ମାନିତ ଅତିଥି ଭାବେ ସରକାରୀ ଦଳର ମୁଖ୍ୟ […]