ବରଗଡ ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୯.୩୨% ଭୋଟ୍ ଗ୍ରହଣ…
ରାଜ୍ୟରେ ଆଜି ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଓଡିଶାର ୫ ସଂସଦୀୟ କ୍ଷେତ୍ର ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ସହ ଆଜି ୩୫ ବିଧାନସଭା ଆସନ ପାଇଁ ପଡୁଛି ଭୋଟ୍ । ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଥିବା ବେଳେ ବୁଥ ମାନଙ୍କରେ ଲାଗିଛି ଗହଳି । ଏହି ୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ମୋଟ୍ ୯ ହଜାର ୧୪୮ ମତଦାନ କେନ୍ଦ୍ରରେ ନିଜର ମତାଧିକାର […]