ଓଡିଶା

ସୌମ୍ୟଙ୍କ ସହ ସୁଧାଂଶୁ ହେଲେ ଦଳରୁ ବହିଷ୍କୃତ…

ଦୁଇଜଣ ବିଧାୟକଙ୍କୁ ବିଜେଡିରୁ ବହିଷ୍କୃତ କରାଯାଇଛି । ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ସହିତ ରେମୁଣା ବିଧାୟକ ସୁଧାଂଶୁ ପରିଡ଼ାଙ୍କୁ ଦଳରୁ ବିଦା କରିଛନ୍ତି ବିଜେଡି ସୁପ୍ରିମୋ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେମାନଙ୍କୁ ବହିଷ୍କାର କରାଯାଇଥିବା ନେଇ ଘୋଷଣା କରିଛନ୍ତି ଖୋଦ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ବିଜେଡି ପକ୍ଷରୁ ଏକ ପ୍ରେସ ରିଲିଜ୍‌ ଜାରି କରାଯାଇଛି । ଯେଉଁଥିରେ ‘ସମ୍ବାଦ’ ଲୋନ୍‌ ସ୍କାମ୍‌ ନିମନ୍ତେ ସୌମ୍ୟଙ୍କୁ ବହିଷ୍କାର କରାଯାଇଥିବା କୁହାଯାଇଛି । ୩ଶହରୁ ଅଧିକ କର୍ମଚାରୀଙ୍କ ନାଁରେ ଲୋନ୍‌ ସ୍କାମ୍‌ […]