ସ୍ବର୍ଗତଃ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ଅବସରରେ କାଳିମେଘିରେ ରକ୍ତଦାନ ଶିବିର ଅନୁଷ୍ଠିତ
ଗଞ୍ଜାମ : ପ୍ରବାଦ ପୁରୁଷ ତଥା ମହାନ ଜନନାୟକ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୬ ତମ ତିରୋଧାନ ଦିବସ ଅବସରରେ ଗଞ୍ଜାମ ଜିଲ୍ଲା କୋଦଳା ନିକଟସ୍ଥ କାଳିମେଘି ପଞ୍ଚାୟତର କାଳିମେଘି ଜାଗିଲିପଦର ହାଇସ୍କୁଲରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ କାଳିମେଘି ସରପଞ୍ଚ ଅର୍ଚ୍ଚନା ତ୍ରୀପାଠୀ ଓ ସମାଜସେବୀ ବିଶ୍ବାମିତ୍ର ତ୍ରିପାଠୀଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆୟୋଜିତ ରକ୍ତଦାନ ଶିବିରକୁ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏହି […]