ଓଡିଶା

ଚାଉଳ ସହ ଗହମ ପାଇବେ ରାସନ ହିତାଧିକାରୀ…

ରାସନ କାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ । ମୁଣ୍ଡପିଛା ମାସକୁ ୪ କିଲୋ ଚାଉଳ ଏବଂ ୧ କିଲୋ ଗହମ ମିଳିବା ନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଲୋକଙ୍କର ଗହମ ଚାହିଦାକୁ ଦୃଷ୍ଟିରେ ରଖି ଏହି ଦାବି ରଖାଯାଇଛି । ରାସନ କାର୍ଡ ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ମିଳିବ । ଗତ ବିଜେଡି ସରକାର ୨୦୨୦-୨୧ ମସିହାରୁ ରାଜ୍ୟରେ […]

ଓଡିଶା

ଆକ୍ସନ ମୁଡରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ…

ବ୍ୟୁରୋ ରିପୋର୍ଟ, ୨୯/୬ : ରାଜ୍ୟର ଚାଷୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେଲେ ରାଜ୍ୟ ସରକାର । ସବୁ ଧାନ ମଣ୍ଡିରେ ଲାଗିବ ସିସିଟିଭି କ୍ୟାମେରା । ସେହିପରି ମଣ୍ଡିରୁ ଧାନ ନେଇଯାଉଥିବା ଗାଡ଼ିରେ ଲଗାଯିବ ଜିପିଏସ୍ । ରାଜ୍ୟରେ ଦୁର୍ନୀତିକୁ ରୋକିବାକୁ ଏଭଳି ପଦକ୍ଷେପ ନେଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ । ଆଜି ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । […]