ଓଡିଶା

ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ପାଳିତ

ଜଗତସିଂହପୁର : ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଜିଲ୍ଲା କଂଗ୍ରେସ ସଭାପତି ନଟବର ବାରିକଙ୍କ ସଭାପତିତ୍ବରେ ପାଳିତ ହୋଇଯାଇଛି । ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ରାଜୀବ ଗାନ୍ଧୀଙ୍କ ତୈଳଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ  କରାଯିବା ସହ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇ ଦେଶ ଗଠନରେ ସ୍ବର୍ଗତ ଗାନ୍ଧୀଙ୍କ ଅବଦାନ ବିଷୟରେ ଆଲୋଚନା କରାଯାଇଥିଲା। । ଏଥିସହ ଚର୍ଚ୍ଚିକା ବଜାର ସ୍ଥିତ ରାଜୀବ ଗାନ୍ଧୀ ଶିଶୁ ଉଦ୍ୟାନରେ ଥିବା ପ୍ରତିମୂର୍ତ୍ତୀରେ ଜିଲ୍ଲା […]