ବେଗୁନିଆପଡା ସରସ୍ଵତୀ ଶିଶୁ ମନ୍ଦିରର ଏକବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
ବେଗୁନିଆପଡା: ବେଗୁନିଆପଡା ଶ୍ରୀ ହନୁମାନ ବିହାର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ଏକବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଶିଶୁ ବିଦ୍ୟାମନ୍ଦିରର ସଭାପତି ଦନାଦ୍ଧନ ଆଚାରିଙ୍କ ସଭାପତିତ୍ବରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରିଥିଲେ । ଆୟୋଜିତ ସଭାରେ ବିଧାୟିକା ଅଭିଭାଷଣ ଦେଇ ଆଜିର ଶିଶୁ କାଲିର ଭବିଷ୍ୟତ ବୋଲି କହିବା ସହ ଶିକ୍ଷା କ୍ଷେତ୍ରରେ ଶିଶୁ ମନ୍ଦିରର ଗୁରୁଜୀ ଗୁରୁମା’ଙ୍କ ଶିକ୍ଷା […]