ଓଡିଶା

ଫୁଲବାଣୀ ଓକିଲ ସଂଘ ପକ୍ଷରୁ ଓକିଲ ଦିବସ ପାଳିତ…

କନ୍ଧମାଳ, ୨୯/୪ : କନ୍ଧମାଳ ଜିଲ୍ଲା ଫୁଲବାଣୀରେ ଓଡ଼ିଶାର ପ୍ରଥମ ବାରିଷ୍ଟର ତଥା ପ୍ରଥମ ସ୍ନାତକ ମଧୁସୁଦନ ଦାସଙ୍କ ଜନ୍ମତିଥି ଅବସରରେ ଓକିଲ ଦିବସ ପାଳିତ ହୋଇଯାଇଛି । ମଧୁବାବୁଙ୍କ ଜୀବନ ଚରିତ ଉକôଳର ଅର୍ଦ୍ଧଶତାବ୍ଦୀର ଇତିହାସ । କଲିକତା ବିଶ୍ୱବିଦ୍ୟାଳୟରୁ ଏମ୍ଏବିଏଲ୍ ଡିଗ୍ରୀ ହାସଲ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ । ଓକିଲାତି କ୍ଷେତ୍ରରେ ସେ ଥିଲେ ଏକ ଆଦର୍ଶ ତଥା ଅନନ୍ୟ ପ୍ରତିଭା । ନିଜର ଓକିଲାତି ବାକ୍-ଚାତୁରୀ ଓ ତର୍କଜ୍ଞାନର ପ୍ରଭାବରେ […]