ରାଜ୍ୟରେ ଜାରି ରହିଛି ଲଘୁଚାପ ପ୍ରଭାବ । ତଥାପି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ…
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ଆଉ […]