ବିଦାୟ ନେଉଛନ୍ତି ଜଗତଜନନୀ । ଭସାଣୀ ପାଇଁ ଟ୍ରାଫିକ କଟକଣା…
ଆଜି ଭକ୍ତଙ୍କ ଗହଣରୁ ମେଲାଣି ନେବେ ଜଗତ ଜନନୀ ମା’ ଦୁର୍ଗା । ମା’ଙ୍କ ଭସାଣୀ ଶୋଭାଯାତ୍ରା ପାଇଁ ଟୁଇନ୍ ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଦିନ ୩ଟାରୁ ଭସାଣୀ ଶେଷ ହେବା ଯାଏଁ କଟକଣା ବଳବତ୍ତର ରହିବ । ଚଳିତବର୍ଷ ଭୁବନେଶ୍ୱର ଓ କଟକରେ ଭସାଣୀ ଉତ୍ସବକୁ ଆକର୍ଷଣୀୟ କରିବାକୁ ସବୁ ପୂଜା କମିଟିମାନେ ଭରପୁର ଆୟୋଜନ କରିଛନ୍ତି । ଶୋଭାଯାତ୍ରା ସମୟରେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଆଇନ୍ ଶୃଙ୍ଖଳା ଓ ଟ୍ରାଫିକ୍ ଉପରେ […]