ଓଡିଶା

ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ମନ୍ଦିର ପ୍ରତିଷ୍ଠା ନିମନ୍ତେ ନିମନ୍ତ୍ରଣ ଓ ଅକ୍ଷତ କଳସ ପରିକ୍ରମା…

ଗଜପତି, ୫/୧ (ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ କେରାଣ୍ଡି ପଞ୍ଚାୟତର ପୁରୁଣା କେରାଣ୍ଡି ଗ୍ରାମରେ ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ମନ୍ଦିର ପ୍ରତିଷ୍ଠା ନିମନ୍ତେ ନିମନ୍ତ୍ରଣ ଓ ଅକ୍ଷତ ରଥକୁ ରାମ ସାଗରଠାରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରି ଶୋଭାଯାତ୍ରାରେ କେରାଣ୍ଡି ଗ୍ରାମ ପରିକ୍ରମା କରାଯାଇଛି । ଗ୍ରାମର ରାଧା ଗୋବିନ୍ଦ ସଂକୀର୍ତ୍ତନ ମଣ୍ଡଳୀଙ୍କ ଦ୍ବାରା ପ୍ରଭୁ ଶ୍ରୀ ରାମଚନ୍ଦ୍ରଙ୍କ ନାମ ସଂକୀର୍ତ୍ତନ ଓ ହନୁମାନ ଚାଲିଶା ଗାନ କରି ରାମ ସାଗର […]