ଦେଶ ବିଦେଶ

ସଂସଦ ଭବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଉଦବୋଧନ ଦେଉଛନ୍ତି ମହାମହିମ…

ସଂସଦର ଉଭୟ ଗୃହକୁ ମିଳିତ ଭାବେ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ଡାକ୍ତରୀ ପ୍ରବେଶିକା ପରୀକ୍ଷାକୁ ନେଇ ଚାଲିଥିବା ବିବାଦ ଉପରେ ପ୍ରତିକ୍ରିୟା ରଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି କହିଛନ୍ତି ଯେ, ନିଟ୍ ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ଆସିଛି । ପୂର୍ବରୁ ମଧ୍ୟ ବିଭିନ୍ନ ରାଜ୍ୟରେ ପେପର ଲିକ୍ ଖବର ସାମ୍ନାକୁ ଆସିଥିଲା । ଏହା ଉପରେ ନିରପେକ୍ଷ ଯାଞ୍ଚ ଚାଲିଥିବା ବେଳେ ଦୋଷୀଙ୍କ ବିରୋଧରେ କଡ଼ା […]