ଓଡିଶା

ପ୍ରଧାନ ଶିକ୍ଷୟିତ୍ରୀ ସୌଦାମିନୀ ପାତ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ଜଗତସିଂହପୁର : କଥାରେ ଅଛି ଲୁଗାପଟା ଖଣ୍ଡେ ବାଣ୍ଟି ଦେଇଥିଲେ ଦିନେ ହେଲେ ଚିରିଯିବ, ସ୍ନେହ-ଶ୍ରଦ୍ଧା ଟିକେ ବାଣ୍ଟିଦେଇଥିଲେ ଚିରକାଳ ରହିଥିବ । ଜଗତସିଂହପୁର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ପଲ୍ଲୀ ପଂଚାୟତ ମହାକାଳେଶ୍ୱର ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୌଦାମିନୀ ପାତ୍ରଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରାକ୍ତନ ବିଇଓ ଶରତ କୁମାର ରାଉତରାୟଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା ସରକାରୀ ଦଳର ମୁଖ୍ୟ […]