୨୬ରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ୍ !
୨୬ରେ ଶପଥ ନେବ ଜେଏମ୍ଏମ୍ ସରକାର । ପୁଣିଥରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ୍ । ବିଧାନସଭା ନିର୍ବାଚନରେ ବିପୁଳ ଭୋଟ୍ରେ ବିଜୟୀ ହୋଇଛି ଜେଏମ୍ଏମ୍ । ପୁନର୍ବାର ବିଜୟ ପରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ଝାଡ଼ଖଣ୍ଡରେ ନୂଆ ସରକାର ଗଠନ ପ୍ରକ୍ରିୟା ଆରମ୍ଭ ହୋଇଛି । ହେମନ୍ତ ସୋରେନଙ୍କ ଶପଥ ଗ୍ରହଣ ସମାରୋହରେ ଇଣ୍ଡି ଆଲିଏନ୍ସର ବଡ଼ ବଡ଼ ନେତା ସାମିଲ ହେବେ । ଶପଥ ଗ୍ରହଣ ଉତ୍ସବରେ ମମତା ବାନାର୍ଜୀ, […]