ଦେଶ ବିଦେଶ

ମମତାଙ୍କୁ ଜେକଲ ଏବଂ ହାଇଡଙ୍କ ସହ ତୁଳନା କଲେ ରାଜ୍ୟପାଳ…

କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ଉପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କଥାବାର୍ତ୍ତାକୁ ହାସ୍ୟାସ୍ପଦ କହିଛନ୍ତି ରାଜ୍ୟପାଳ ସିଭି ଆନନ୍ଦ ବୋଷ । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜେକଲ ଏବଂ ହାଇଡଙ୍କ ଭଳି ବ୍ୟବହାର କରୁଛନ୍ତି ବୋଲି ରାଜ୍ୟପାଳ କହିଛନ୍ତି ।  କୋଲକାତାର ଏହି ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ହସ୍ପିଟାଲରେ ଧର୍ମଘଟ ଜାରି ରହିଛି । ଏହାରି ମଧ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆନ୍ଦୋଳନକାରୀଙ୍କ ସହ ମିଶି ରାଲି କରିବା ସହ ଦୋଷୀଙ୍କୁ […]

ଦେଶ ବିଦେଶ

ବେଆଇନ ବାଣ ତିଆରି କାରଖାନାରେ ବିସ୍ଫୋରଣ, ୫ ମୃତ

ପଶ୍ଚିମବଙ୍ଗର ପୂର୍ବ ମେଦିନିପୁର ଜିଲ୍ଲାରେ ଥିବା ବେଆଇନ ବାଣ ତିଆରି କାରଖାନାରେ ବିସ୍ଫୋରଣ । ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଥିବା ସୂଚନା । ସମସ୍ତ ଆହତଙ୍କ ଅବସ୍ଥା ଗୁରୁତର ରହିଛି । ବିସ୍ଫୋରଣ ଏତେ ଭୟାନକ ଥିଲା ଯେ ଘରଟି ପୂରା ନଷ୍ଟ ହୋଇଯାଇଛି । ମୃତାହତମାନେ ଏଣେତେଣେ ଛିଟିକି ପଡ଼ିଥିବା ଦୃଶ୍ୟ ଛାତି ଥରାଇଛି। ଏପଟେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ଘଟଣାର ସିଆଇଡି ତଦନ୍ତ ନିର୍ଦ୍ଦେଶ […]