ଓଡିଶା

ବିଜେଡିରୁ ସୁଜିତଙ୍କ ଇସ୍ତଫା । ରାଜ୍ୟସଭାରେ ବିଜେଡିର ସଦସ୍ୟ ସଂଖ୍ୟା ଏବେ ୭…

ବ୍ୟୁରୋ ରିପୋର୍ଟ : ପୁଣିଥରେ ବିଜେଡିକୁ ଲାଗିଲା ଶକ୍ତ ଝଟକା । ଉଭୟ ବିଜେଡି ଓ ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର । ସେ ବିଜେଡି ଅଧ୍ୟକ୍ଷ ନବୀନ ପଟ୍ଟନାୟକ ଓ ରାଜ୍ୟସଭା ଅଧ୍ୟକ୍ଷଙ୍କ ପାଖକୁ ଇସ୍ତଫାପତ୍ର ପଠାଇଛନ୍ତି । ଏହାସହ ବିଜେଡି ଛାଡ଼ିବାର କିଛି ସମୟ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଭର୍ତ୍ତୃହରି ମହତାବ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ଉପସ୍ଥିତରେ ପଦ୍ମ ଧରିଛନ୍ତି ସୁଜିତ କୁମାର । ଦଳରେ ସୁଜିତଙ୍କୁ ଅନାଦର କରାଯାଉଥିବା […]

ଓଡିଶା ଦେଶ ବିଦେଶ

ପୂର୍ବତନ ରାଜ୍ୟସଭା ସାଂସଦ ମମତା ମହନ୍ତଙ୍କ ସ୍ଥାନ ନେବ କିଏ ?

ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ବିଧାନସଭା ସଚିବାଳୟ ପକ୍ଷରୁ ଏ ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ସମେତ ମୋଟ୍ ୯ ଟି ରାଜ୍ୟର ୧୨ ଟି ଆସନରେ ହେବ ଉପନିର୍ବାଚନ  । ଆଜିଠାରୁ ୨୧ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଜାରି ରହିବ । ୨୨ ତାରିଖରେ ଯାଞ୍ଚ କରାଯାଇ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ । ୨୭ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର […]